• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ମକରମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୮.୪୫ ଗତେ ୯ମୀ, ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର, ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ନାସ୍ତି

Cancer

କର୍କଟ

Thursday 18 Jan 2024

ପୁନର୍ବସୁ- ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ଲାଭ କରିପାରନ୍ତି । ଚିନ୍ତା ମୁକ୍ତ ରହିବେ ।

ପୁଷ୍ୟା- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି । ରାଜନୀତିରେ ପ୍ରଗତିର ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ ।

ଅଶ୍ଲେଷା- ଛାତ୍ରଛାତ୍ରୀ ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :