• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ମକରମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୮.୪୫ ଗତେ ୯ମୀ, ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର, ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Thursday 18 Jan 2024

ମଘା- ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।

ପୂ,ଫାଲଗୁନି- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଂଘର୍ଷ କରି ବିଜୟ ଲାଭ ପାଇବେ ।

ଉ,ଫାଲଗୁନି- ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ । ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :