• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ମକରମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୮.୪୫ ଗତେ ୯ମୀ, ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର, ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Thursday 18 Jan 2024

ଉ,ଫଳଗୁନି- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ ।

ହସ୍ତା- ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ ।

ଚିତ୍ରା- ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ସାମାଜିକ କାର‌୍ୟ୍ୟରେ ସଫଳତା ପାଇବେ ।

ପ୍ରତିକାର - ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :