• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ମକରମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୮.୪୫ ଗତେ ୯ମୀ, ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର, ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Thursday 18 Jan 2024

ଚିତ୍ରା- କର୍ମକ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବା ସହିତ ସମ୍ପର୍କରେ ସାମାନ୍ୟ ତିକ୍ତତା ଆସିପାରେ । ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ ।

ସ୍ୱାତୀ- କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ଖେଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ ।

ବିଶାଖା- ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :