• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ମକରମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୮.୪୫ ଗତେ ୯ମୀ, ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର, ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ନାସ୍ତି

Scorpio

ବିଛା

Thursday 18 Jan 2024

ବିଶାଖା- ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇ ଦୈନିକ କାର‌୍ୟ୍ୟଗତି ଉତ୍ସାହପୂର୍ଣ୍ଣ ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ ।

ଅନୁରାଧା- ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ । ରାଜନୀତିରେ ଆଗ୍ରହ ବଢିପାରେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ ।

ଜ୍ୟେଷ୍ଠା- ଜମି ବିବାଦୀୟ ପରିସି୍ଥତି ଭିନ୍ନରୂପ ନେଇପାରେ । ମହିଳା ମାନଙ୍କର ମାନସିକ ସ୍ଥିତି ଭଲ ରହିବ ନାହିଁ । ଶତ୍ରୁମାନେ ମିତ୍ରଭାବେ ଆଚରଣ କରିବେ ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :