ସୈାର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୮.୪୫ ଗତେ ୯ମୀ, ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର, ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ନାସ୍ତି
ମୂଳା- ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ ।
ପୂ,ଷାଢା- ଖୋଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ ।
ଉ,ଷାଢା- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ନିଜର ଦକ୍ଷତା ଅନୁସାରେ କର୍ମ କ୍ଷେତ୍ରରେ ଉଚ୍ଚତର ପଦ ପାଇପାରନ୍ତି । ମହିଳା ମାନେ ଦୁଃଖିତ ରହିବେ ।
ପ୍ରତିକାର – ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩