• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th Jan 2024: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନ ଲାଭର ଯୋଗ ରହିଛି..

ସୈାର ମକରମାସ  ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ଅହୋରାତ୍ର, ତିଥି- ୮ମୀ ରାତ୍ରି ୦୮.୪୫ ଗତେ ୯ମୀ, ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର, ଘାତବାର- ତୁଳା ଓ କୁମ୍ଭ ରାଶିର, ପୁଷ୍କର ଦୋଷ- ନାସ୍ତି

Capricorn

ମକର

Thursday 18 Jan 2024

ଉ,ଷାଢା- ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । ଭାଇ ବନ୍ଧୁମାନେ ସାହାର୍ଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ ।

ଶ୍ରବଣା- ବିବାହ ଆଶାୟୀ ଯୁବକ, ଯୁବତୀ ମାନଙ୍କ ପାଇଁ ନିଜ ପସନ୍ଦର ଜୀବନସାଥୀ ମିଳିପାରେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବିଶିଷ୍ଟ ବ୍ୟକ୍ତିମାନଙ୍କ ପରାମର୍ଶକ୍ରମେ ଆଜିର କାମ ଗୁଡିକୁ ସବୁ ଠିକ୍‌ଠାକ୍‌ ହୋଇଯିବ ।

ଧନିଷ୍ଠା- ଉତରାଧିକାରୀ ସୂତ୍ରରେ କୌଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ । ଶତୃକୁ ଶରଣାଗତ କରାଇପାରନ୍ତି ।

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :