• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th January 2023: ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ

ସୌର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ। ଇଂରାଜୀରେ ୧୮ ତାରିଖ ବୁଧବାର। ଚନ୍ଦ୍ର– ବିଛା ଅହୋରାତ୍ର। ତିଥି - ୧୧ଶୀ ଦିବା ୦୪.୦୩ ଗତେ ୧୨ଶୀ ।

Aries

ମେଷ

Wednesday 18 Jan 2023

ଅଶ୍ୱନୀ – ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ଶାରୀରିକ କଷ୍ଟ ଭୋଗିପାରନ୍ତି । ସାମାଜିକ ଗଣମାଧ୍ୟମରେ ଦୀର୍ଘଦୀନ ଧରି ରହିବେ।

ଦ୍ୱିଜା– ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ। କଠିନ ପରିଶ୍ରମ କରି ପଢାରେ ଆଗକୁ ବଢିପାରିବେ। ସମାଜ ସେବାରେ ସ୍ୱନାମ ପାଇବେ। ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ।

କୃତିକା– ପରିବାରର ମାମଲା ଘରେହିଁ ସମାଧାନ ହୋଇଯିବ। ମହିଳା ମାନେ ଆନନ୍ଦମୟ ମୁହୂର୍ତ୍ତ କାଟିବେ। ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ।

ପ୍ରତିକାର - ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :