• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th January 2023: ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ

ସୌର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ। ଇଂରାଜୀରେ ୧୮ ତାରିଖ ବୁଧବାର। ଚନ୍ଦ୍ର– ବିଛା ଅହୋରାତ୍ର। ତିଥି - ୧୧ଶୀ ଦିବା ୦୪.୦୩ ଗତେ ୧୨ଶୀ ।

Taurus

ବୃଷ

Wednesday 18 Jan 2023

କୃତିକା- ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସମନ୍ୱୟ ରକ୍ଷାକରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ ।

ରୋହିଣୀ– ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।

ମୃଗଶିରା – କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର‌୍ୟ୍ୟବ୍ୟସ୍ତ ରହିବେ । ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ।

ପ୍ରତିକାର – କୌଣସି ମନ୍ଦିରରେ କିଛି ଦାନ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :