• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th January 2023: ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ

ସୌର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ। ଇଂରାଜୀରେ ୧୮ ତାରିଖ ବୁଧବାର। ଚନ୍ଦ୍ର– ବିଛା ଅହୋରାତ୍ର। ତିଥି - ୧୧ଶୀ ଦିବା ୦୪.୦୩ ଗତେ ୧୨ଶୀ ।

Cancer

କର୍କଟ

Wednesday 18 Jan 2023

ପୁନର୍ବସୁ - ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଉନ୍ନତ ଜ୍ଞାନ କୈାଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ ।

ପୁଷ୍ୟା – କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ରାଜନୀତିରେ ପ୍ରଗତିର ଭାବମୂର୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ ।

ଅଶ୍ଳେଷା - ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ମହିଳା ମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ ।

ପ୍ରତିକାର – ଭୂବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :