• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th January 2023: ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ

ସୌର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ। ଇଂରାଜୀରେ ୧୮ ତାରିଖ ବୁଧବାର। ଚନ୍ଦ୍ର– ବିଛା ଅହୋରାତ୍ର। ତିଥି - ୧୧ଶୀ ଦିବା ୦୪.୦୩ ଗତେ ୧୨ଶୀ ।

Leo

ସିଂହ

Wednesday 18 Jan 2023

ମଘା – ମାନସିକ ଦୁଶ୍ଚିନ୍ତା ଦୂର ହେବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । କାର‌୍ୟ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ ।

ପୂ , ଫାଲଗୁନୀ - ବାଣିଜ୍ୟ କାରବାରରେ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ।

ଉ ,ଫାଲଗୁନୀ – ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନମାଳିନ୍ୟ ଯୋଗୁ ମନ ଉଦାସ ରହିବ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :