• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th January 2023: ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ

ସୌର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ। ଇଂରାଜୀରେ ୧୮ ତାରିଖ ବୁଧବାର। ଚନ୍ଦ୍ର– ବିଛା ଅହୋରାତ୍ର। ତିଥି - ୧୧ଶୀ ଦିବା ୦୪.୦୩ ଗତେ ୧୨ଶୀ ।

Virgo

କନ୍ୟା

Wednesday 18 Jan 2023

ଉ, ଫାଲଗୁନୀ – ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍

ହସ୍ତା – ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ ।

ଚିତ୍ରା – ଜମି ବିବାଦୀୟ ପରିସି୍ଥତି ଭିନ୍ନରୂପ ନେଇପାରେ । ମହିଳା ମାନଙ୍କର ମାନସିକ ସ୍ଥିତି ଭଲ ରହିବ ନାହିଁ । ବିଦ୍ୟାର୍ଥୀ ମାନେ ଜୋରଦାର ଉଦ୍ୟମ କରି ସଫଳତା ପାଇବେ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ଜପ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :