• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th January 2023: ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ

ସୌର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ। ଇଂରାଜୀରେ ୧୮ ତାରିଖ ବୁଧବାର। ଚନ୍ଦ୍ର– ବିଛା ଅହୋରାତ୍ର। ତିଥି - ୧୧ଶୀ ଦିବା ୦୪.୦୩ ଗତେ ୧୨ଶୀ ।

Libra

ତୁଳା

Wednesday 18 Jan 2023

ଚିତ୍ରା – ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟ ଉତ୍ସାହପୂର୍ଣ୍ଣ ହେବ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । କାର‌୍ୟ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ ।

ସ୍ୱାତୀ – ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଃଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ । ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ୍ ପରାମର୍ଶ ଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ ।

ବିଶାଖା – ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ । ଗଣ ମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ ।

ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟୋକୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :