• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th January 2023: ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ

ସୌର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ। ଇଂରାଜୀରେ ୧୮ ତାରିଖ ବୁଧବାର। ଚନ୍ଦ୍ର– ବିଛା ଅହୋରାତ୍ର। ତିଥି - ୧୧ଶୀ ଦିବା ୦୪.୦୩ ଗତେ ୧୨ଶୀ ।

Scorpio

ବିଛା

Wednesday 18 Jan 2023

ବିଶାଖା – ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଭାଇ ବନ୍ଧୁମାନେ ସାହାର‌୍ୟ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ । ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ ।

ଅନୁରାଧା – ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସାଂସୃତିକ ପରିବେଶରେ ଯୋଗ ଦାନ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ

ଜ୍ୟେଷ୍ଠା – ପୈତୃକ ସମ୍ପତିର ସମାଧାନ ହୋଇଜିବ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ଅନ୍ୟ ମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି । ଉଚ୍ଚାଧିକାରୀ ଓ ସହକର୍ମୀ ମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ ।

ପ୍ରତିକାର – ଓଁ ଅଂ ଅଙ୍ଗାରକାୟ ଜପ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :