• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th January 2023: ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ

ସୌର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ। ଇଂରାଜୀରେ ୧୮ ତାରିଖ ବୁଧବାର। ଚନ୍ଦ୍ର– ବିଛା ଅହୋରାତ୍ର। ତିଥି - ୧୧ଶୀ ଦିବା ୦୪.୦୩ ଗତେ ୧୨ଶୀ ।

Sagittarius

ଧନୁ

Wednesday 18 Jan 2023

ମୂଳା – କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବ। ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ। ବାଧ୍ୟତାବଶତଃ ଆନୁଷ୍ଠାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ ।

ପୂ , ଷାଢା – ଅତି ନିକଟର ବନ୍ଧୁବନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟି ହେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ ।

ଉ , ଷାଢା – କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ମହିଳା ମାନେ ଦୁଃଖିତ ରହିବେ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କର୍ମଚାରୀ ମାନଙ୍କୁ ଭରସା କଲେ କୈାଣସି ଅସୁବିଧା ହେବ ନାହିଁ ।

ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :