• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th January 2023: ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ

ସୌର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ। ଇଂରାଜୀରେ ୧୮ ତାରିଖ ବୁଧବାର। ଚନ୍ଦ୍ର– ବିଛା ଅହୋରାତ୍ର। ତିଥି - ୧୧ଶୀ ଦିବା ୦୪.୦୩ ଗତେ ୧୨ଶୀ ।

Capricorn

ମକର

Wednesday 18 Jan 2023

ଉ , ଷାଢା - ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ଶିଳ୍ପ , ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । ପାରିବାରିକ କ୍ଷେତ୍ରରେ ବୁଝାବଣା ଠିକ୍ ରହିବ

ଶ୍ରବଣା – ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

ଧନିଷ୍ଠା – ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ନୂତନ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହୋଇପାରେ । ବନ୍ଧୁଙ୍କ ସହିତ ଦୂରଯାତ୍ରା କରିପାରନ୍ତି ।

ପ୍ରତିକାର – ଦକ୍ଷିଣକାଳୀଙ୍କୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :