• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କର୍ମକ୍ଷେତ୍ରରେ ମିଳିପାରେ ଉଚ୍ଚ ପଦ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୨ ଗତେ କର୍କଟ । ତିଥି- ପ୍ରତିପଦ ରାତ୍ରି ୦୨.୧୦ ଗତେ ୨ୟା । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନୀ-ଭୂମିଦାନ ରାତ୍ରି ୦୨.୧୦ ଗତେ ୨ ପାଦ - କୃଷି ଓ ବଂଶହାନୀ ।

Aries

ମେଷ

Tuesday 18 Jul 2023

ଅଶ୍ୱନୀ- ପାରିବାରିକ ଜୀବନ ସନ୍ତୁଳନ ରକ୍ଷା କରିବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ । ମୁଖ୍ୟ ଆୟକୁ ଛାଡି ଅନ୍ୟ ମାଧ୍ୟମରୁ ଅର୍ଥ ଉପାର୍ଜନ କରିବାର କୈାଶଳ ଆପଣେଇବେ ।

ଦ୍ୱିଜା- ରାଜନୀତି ଆଶା ଓ ଆକାଂକ୍ଷା ଭିତରେ କଟାଇବେ । ନିଜ କଥାରେ ସଞ୍ଜମତା ରଖି ନପାରିଲେ ଉପହାସିତ ହେବେ । ଛାତ୍ରଛାତ୍ରୀମାନେ ପଢାରେ ଅଧିକ ସମୟ କଟାଇବେ ।

କୃତିକା- ମାଲିମକନ୍ଦମାରେ ପରାଜୟ ସ୍ୱୀକାର କରିବାକୁ ପଡିବ । ମହିଳା ମାନେ ଚିନ୍ତାରେ ସମୟ ଅତିବାହିତ କରିବେ । ଭାଗ୍ୟଦୋୟ ହେବାର ସୁଯୋଗ ଆସିପାରେ

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :