• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କର୍ମକ୍ଷେତ୍ରରେ ମିଳିପାରେ ଉଚ୍ଚ ପଦ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୨ ଗତେ କର୍କଟ । ତିଥି- ପ୍ରତିପଦ ରାତ୍ରି ୦୨.୧୦ ଗତେ ୨ୟା । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନୀ-ଭୂମିଦାନ ରାତ୍ରି ୦୨.୧୦ ଗତେ ୨ ପାଦ - କୃଷି ଓ ବଂଶହାନୀ ।

Taurus

ବୃଷ

Tuesday 18 Jul 2023

କୃତିକା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚ ପଦପଦବୀ ପାଇବାରେ ସଫଳ ହେବେ ।

ରୋହିଣୀ- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।

ମୃଗଶିରା- ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ । ଘରୋଇ କାର୍ଯ୍ୟ ଯୋଗୁଁ ଥକା ଅନୁଭବ କରିବେ ।

ପ୍ରତିକାର- ମା’ କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :