• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କର୍ମକ୍ଷେତ୍ରରେ ମିଳିପାରେ ଉଚ୍ଚ ପଦ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୨ ଗତେ କର୍କଟ । ତିଥି- ପ୍ରତିପଦ ରାତ୍ରି ୦୨.୧୦ ଗତେ ୨ୟା । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନୀ-ଭୂମିଦାନ ରାତ୍ରି ୦୨.୧୦ ଗତେ ୨ ପାଦ - କୃଷି ଓ ବଂଶହାନୀ ।

Aquarius

କୁମ୍ଭ

Tuesday 18 Jul 2023

ଧନିଷ୍ଠା- ଆତ୍ମବଳ ବୃଦ୍ଧି ପାଇବା ସହିତ ପରିବାରରେ ସୁଖ-ଶାନ୍ତି ପ୍ରାପ୍ତ ହେବ । ପ୍ରେମିକ, ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ପରିସ୍ଥିତି ଜଟିଳତା ମଧ୍ୟରେ ସମସ୍ତ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ ।

ଶତଭିଷା- ମହିଳାମାନେ ଧର୍ମପରାୟଣ ରହିବା ସହିତ ବନ୍ଧୁ ପରିଜନଙ୍କ ପ୍ରିୟଭାଜନ ହେବେ । ବିଦ୍ୟାର୍ଥୀ ମାନେ କୃତିତ୍ୱ ହାସଲ କରିବେ । ପ୍ରଶାସନିକ ସ୍ତରରେ ଭଲ କାମ କରିପାରନ୍ତି ।

ପୂ, ଭାଦ୍ରପଦ- ଧିରେ ଧିରେ ପ୍ରଗତି ପଥରେ ଅଗ୍ରସର ହେବେ । ବିଦେଶ ଯାତ୍ରା କରି ପାରନ୍ତି । ଭଲ ବ୍ୟବହାର ଯୋଗୁଁ ସମସ୍ତଙ୍କର ପ୍ରିୟ ହୋଇପାରନ୍ତି ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :