• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କର୍ମକ୍ଷେତ୍ରରେ ମିଳିପାରେ ଉଚ୍ଚ ପଦ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୨ ଗତେ କର୍କଟ । ତିଥି- ପ୍ରତିପଦ ରାତ୍ରି ୦୨.୧୦ ଗତେ ୨ୟା । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନୀ-ଭୂମିଦାନ ରାତ୍ରି ୦୨.୧୦ ଗତେ ୨ ପାଦ - କୃଷି ଓ ବଂଶହାନୀ ।

Pisces

ମୀନ

Tuesday 18 Jul 2023

ପୂ, ଭାଦ୍ରପଦ- ଦାମ୍ପତ୍ୟ ଜୀବନରେ ପତିପତ୍ନୀଙ୍କ ମଧ୍ୟରେ ଥିବା ତିକ୍ତତା ଦୂରୀଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ହେବ । କୈାଣସି ନୂତନ ଯୋଜନାର ଶୁଭାରମ୍ଭ ହୋଇପାରେ । ଅଜଥା ଦ୍ରବ୍ୟ କ୍ରୟରେ ଅଧିକ ଅର୍ଥ ଖର୍ଚ୍ଚ କରିପାରନ୍ତି ।

ଉ, ଭାଦ୍ରପଦ- କୈାଣସି ଧାର୍ମିକ ଅନୁଷ୍ଠାନରେ କିଛି ଦାୟିତ୍ୱ ବହନ କରିବାକୁ ପଡିପାରେ । ମହିଳାମାନେ ଅଧିକ ପରିଶ୍ରମ କରିବେ । ଛାତ୍ରଛାତ୍ରୀମାନେ ସୃଙ୍ଖଳିତ ରହିବା ସହିତ ବିକାଶ ଦିଗରେ ଅଗ୍ରଗତି କରିବେ ।

ରେବତୀ- ରାଜନୀତିରେ ନିଜର ସଙ୍ଗଠନିକ ଦକ୍ଷତା, ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । କିଛି ନୂଆ କରିବାର ଇଚ୍ଛା ଆପଣଙ୍କ ମନରେ ରହିବ ।

ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚିଲା କଦଳୀ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :