• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କର୍ମକ୍ଷେତ୍ରରେ ମିଳିପାରେ ଉଚ୍ଚ ପଦ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୨ ଗତେ କର୍କଟ । ତିଥି- ପ୍ରତିପଦ ରାତ୍ରି ୦୨.୧୦ ଗତେ ୨ୟା । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନୀ-ଭୂମିଦାନ ରାତ୍ରି ୦୨.୧୦ ଗତେ ୨ ପାଦ - କୃଷି ଓ ବଂଶହାନୀ ।

Gemini

ମିଥୁନ

Tuesday 18 Jul 2023

ମୃଗଶିରା- ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଖାଲି ସମୟରେ ଆପଣଙ୍କ ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି ।

ଆଦ୍ରା- ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତ୍ତମ ରୋଜଗାର ହେବ । ଚାକିରି ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।

ପୁନର୍ବସୁ- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ ।

ପ୍ରତିକାର – ମା’ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :