• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କର୍ମକ୍ଷେତ୍ରରେ ମିଳିପାରେ ଉଚ୍ଚ ପଦ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୨ ଗତେ କର୍କଟ । ତିଥି- ପ୍ରତିପଦ ରାତ୍ରି ୦୨.୧୦ ଗତେ ୨ୟା । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନୀ-ଭୂମିଦାନ ରାତ୍ରି ୦୨.୧୦ ଗତେ ୨ ପାଦ - କୃଷି ଓ ବଂଶହାନୀ ।

Cancer

କର୍କଟ

Tuesday 18 Jul 2023

ପୁନର୍ବସୁ- ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ । ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ପୂରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।

ପୁଷ୍ୟା- ରାଜନୈତିକ ସାହାଯ୍ୟ ସହଯୋଗ ମିଳିବ । ଉଚ୍ଚ ଶିକ୍ଷା ପାଇଁ ବିଦେଶା ଗତ ହୋଇ ପାରନ୍ତି । ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆପଣ ନିଜପାଇଁ ସମୟ ବାହାର କରିପାରିବେ ।

ଅଶ୍ଳେଷା- ଜମିବାଡ଼ି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟମାନଙ୍କୁ ଖୁସି ରଖିବ । ମହିଳା ମାନେ ଈଶ୍ୱର ବିଶ୍ୱାସୀ ହେବେ । ନିଜ ଭାଇଭଉଣୀଙ୍କ ସହିତ କୌଣସି ଚଳଚ୍ଚିତ୍ର ଦେଖୀପାରନ୍ତି ।

ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :