• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କର୍ମକ୍ଷେତ୍ରରେ ମିଳିପାରେ ଉଚ୍ଚ ପଦ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୨ ଗତେ କର୍କଟ । ତିଥି- ପ୍ରତିପଦ ରାତ୍ରି ୦୨.୧୦ ଗତେ ୨ୟା । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନୀ-ଭୂମିଦାନ ରାତ୍ରି ୦୨.୧୦ ଗତେ ୨ ପାଦ - କୃଷି ଓ ବଂଶହାନୀ ।

Virgo

କନ୍ୟା

Tuesday 18 Jul 2023

ଉ- ଫାଲ୍‌ଗୁନୀ- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ପିଲା ଦିନର ସାଙ୍ଗଙ୍କ ସହିତ ଭେଟ ହୋଇପାରେ ।

ହସ୍ତା- ନିଜର ମୂଲ୍ୟବାନ ଵାସ୍ତୁମାନଙ୍କର ବିଶେଷ ଧ୍ୟାନ ରଖନ୍ତୁ । ଜୀବନସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳୀ ଅନୁଭବ କରିବେ । ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ ।

ଚିତ୍ରା- ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞ୍ଚିତ ଅଭିଳାଷ ପୂରଣ ହେବ ।

ପ୍ରତିକାର- ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :