• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କର୍ମକ୍ଷେତ୍ରରେ ମିଳିପାରେ ଉଚ୍ଚ ପଦ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୨ ଗତେ କର୍କଟ । ତିଥି- ପ୍ରତିପଦ ରାତ୍ରି ୦୨.୧୦ ଗତେ ୨ୟା । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନୀ-ଭୂମିଦାନ ରାତ୍ରି ୦୨.୧୦ ଗତେ ୨ ପାଦ - କୃଷି ଓ ବଂଶହାନୀ ।

Libra

ତୁଳା

Tuesday 18 Jul 2023

ଚିତ୍ରା- କୈାଣସି ଖବର ପାଇ ମୁଣ୍ଡବ୍ୟଥା ହୋଇପାରେ । ବ୍ୟବସାୟରେ ଉତ୍ତରୋତର ଉନ୍ନତି ରହିବ । ପ୍ରେମ ସଂପର୍କ ମଜବୁତ୍ ରହିବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ

ସ୍ୱାତୀ- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତ୍ରୁମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।

ବିଶାଖା- ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ବାଞ୍ଚିତ ଅଭିଳାଷ ପୂରଣ ହେବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।

ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :