• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କର୍ମକ୍ଷେତ୍ରରେ ମିଳିପାରେ ଉଚ୍ଚ ପଦ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୨ ଗତେ କର୍କଟ । ତିଥି- ପ୍ରତିପଦ ରାତ୍ରି ୦୨.୧୦ ଗତେ ୨ୟା । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନୀ-ଭୂମିଦାନ ରାତ୍ରି ୦୨.୧୦ ଗତେ ୨ ପାଦ - କୃଷି ଓ ବଂଶହାନୀ ।

Scorpio

ବିଛା

Tuesday 18 Jul 2023

ବିଶାଖା- ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ ।

ଅନୁରାଧା- ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ ।

ଜ୍ୟୋଷ୍ଠା- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତ୍ରୁମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :