• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି କର୍ମକ୍ଷେତ୍ରରେ ମିଳିପାରେ ଉଚ୍ଚ ପଦ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ରାତ୍ରି ୧୦.୩୨ ଗତେ କର୍କଟ । ତିଥି- ପ୍ରତିପଦ ରାତ୍ରି ୦୨.୧୦ ଗତେ ୨ୟା । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମକର । ପୁଷ୍କର ଦୋଷ- ୧ ପାଦ- କୃଷିହାନୀ-ଭୂମିଦାନ ରାତ୍ରି ୦୨.୧୦ ଗତେ ୨ ପାଦ - କୃଷି ଓ ବଂଶହାନୀ ।

Sagittarius

ଧନୁ

Tuesday 18 Jul 2023

ମୂଳା- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।

ପୂ, ଷାଢା- ବେପାର ବୃତିରେ ସଫଳତା ହାସଲ କରିବେ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇପାରନ୍ତି ।

ଉ, ଷାଢା- କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରନ୍ତି । ଗୃହିଣୀମାନେ ଗୃହପୋକରଣ ସଂଗ୍ରହ କରିପାରନ୍ତି । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ ।

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :