• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୩.୨୪ ଗତେ ଧନୁ। ତିଥି- ୧୨ଶୀ ରାତ୍ରି ୦୮.୪୪ ଗତେ ୧୩ଶୀ। ଘାତଚନ୍ଦ୍ର- ରାତ୍ରି ୦୩.୨୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ ରାତ୍ରି ୦୮.୪୪ ପର୍ଯ୍ୟନ୍ତ।

Aries

ମେଷ

Thursday 18 Jul 2024

ଅଶ୍ୱିନୀ- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ନୂତନ ବ୍ୟବସାୟ ଆରମ୍ଭ କରିବାରେ ଭଲ ସମୟ ଆସିପାରେ । ସର୍ବଦା କାର୍ଯ୍ୟଶୀଳ ବୋଲାଇବେ ଓ ଆର୍ଥିକ ଚିନ୍ତା ରହିବ ନାହିଁ ।

ଦ୍ୱିଜା- ରାଜନୀତିରେ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ବିଦ୍ୟାର୍ଥୀମାନଙ୍କ ପାଇଁ ଦିନଟି ଭଲ ରହିବ । ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ ।

କୃତିକା- ନିଜର ଆଦର୍ଶ ପ୍ରତିଷ୍ଠା କରିବାରେ ସକ୍ଷମ ହେବେ । କଳା, ବାଣିଜ୍ୟରେ ସନ୍ତୋଷଜନକ ଫଳ ପାଇପାରନ୍ତି । ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ ତେଣୁ ସର୍ତକ ରହିବା ଆବଶ୍ୟକ।

ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :