• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୩.୨୪ ଗତେ ଧନୁ। ତିଥି- ୧୨ଶୀ ରାତ୍ରି ୦୮.୪୪ ଗତେ ୧୩ଶୀ। ଘାତଚନ୍ଦ୍ର- ରାତ୍ରି ୦୩.୨୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ ରାତ୍ରି ୦୮.୪୪ ପର୍ଯ୍ୟନ୍ତ।

Taurus

ବୃଷ

Thursday 18 Jul 2024

କୃତିକା- ଭାଗ୍ୟ ଉଦ୍ୟୋଗୀ ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ଆପଣଙ୍କ କଳାତ୍ମକ ବଢିପାରେ । ସ୍ୱାସ୍ଥ୍ୟ ସାଧାରଣତଃ ଉତ୍ତମ ରହିବ । ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ।

ରୋହିଣୀ- ସନ୍ଧ୍ୟା ସମୟରେ ପରିବାର ଲୋକଙ୍କ ସହିତ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ସମ୍ମାନ ଅତୁଟ ରହିବା ସହ କର୍ମ ପ୍ରେରଣା ବୃଦ୍ଧି ପାଇବ ।

ମୃଗଶିରା- ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ଘରୋଇ କାର୍ଯ୍ୟକୁ ପୁରା କରିବାରେ ସକ୍ଷମ ହେବେ । ବାହ୍ୟ ଶତ୍ରୁଙ୍କଠାରୁ ଦୂରରେ ରହିଲେ ଭଲ ।

ପ୍ରତିକାର – ଶୁକ୍ରଙ୍କ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :