• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୩.୨୪ ଗତେ ଧନୁ। ତିଥି- ୧୨ଶୀ ରାତ୍ରି ୦୮.୪୪ ଗତେ ୧୩ଶୀ। ଘାତଚନ୍ଦ୍ର- ରାତ୍ରି ୦୩.୨୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ ରାତ୍ରି ୦୮.୪୪ ପର୍ଯ୍ୟନ୍ତ।

Aquarius

କୁମ୍ଭ

Thursday 18 Jul 2024

ଧନିଷ୍ଠା- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ । ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇଯିବ।

ଶତଭିଷା- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ।

ପୂ,ଭାଦ୍ରପଦ- ମାଲିମକଦ୍ଦମାର ସମାଧାନ ହେବାର ସମ୍ଭାବନା ସୃଷ୍ଟି ହୋଇପାରେ । କ୍ରୀଡା କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ ।

ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :