• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୩.୨୪ ଗତେ ଧନୁ। ତିଥି- ୧୨ଶୀ ରାତ୍ରି ୦୮.୪୪ ଗତେ ୧୩ଶୀ। ଘାତଚନ୍ଦ୍ର- ରାତ୍ରି ୦୩.୨୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ ରାତ୍ରି ୦୮.୪୪ ପର୍ଯ୍ୟନ୍ତ।

Pisces

ମୀନ

Thursday 18 Jul 2024

ପୂ,ଭାଦ୍ରପଦ- ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କଠିନ ପରିଶ୍ରମ କରିବା ଯୋଗୁଁ ଶାରୀରିକ ଅସୁସ୍ଥତା ଦେଖାଦେଇ ପାରେ । ସମସ୍ୟା ଲାଗିରହିଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ ।

ଉ,ଭାଦ୍ରପଦ- ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତ୍‌ସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ । ଅନ୍ୟର ସାହାଯ୍ୟରେ ଅଟକି ରହିଥିବା କାମକୁ ସମ୍ପୂର୍ଣ୍ଣ କରିବେ ।

ରେବତୀ- ଋଣ ପରିଶୋଧ କରିବାରେ ସୁଯୋଗ ପାଇବେ । ଛାତ୍ରଛାତ୍ରୀମାନେ ପଢାରେ ଆଗ୍ରହ ପ୍ରକାଶ କରି ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ ।

ପ୍ରତିକାର –ବ୍ରାହ୍ମଣଙ୍କର ସେବା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :