• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୩.୨୪ ଗତେ ଧନୁ। ତିଥି- ୧୨ଶୀ ରାତ୍ରି ୦୮.୪୪ ଗତେ ୧୩ଶୀ। ଘାତଚନ୍ଦ୍ର- ରାତ୍ରି ୦୩.୨୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ ରାତ୍ରି ୦୮.୪୪ ପର୍ଯ୍ୟନ୍ତ।

Cancer

କର୍କଟ

Thursday 18 Jul 2024

ପୁନର୍ବସୁ- ସ୍ୱାସ୍ଥ୍ୟ ସମସ୍ୟା ଉତ୍ପନ୍ନ ହୋଇପାରେ । ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ଘରେ ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ ।

ପୁଷ୍ୟା- ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । କୈାଣସି ନୂତନ ଯାନବାହନ କିଣି ପାରନ୍ତି । ବିରୋଧୀମାନଙ୍କ ସହ ଦୃଢ ମୁକାବିଲା କରିବେ । ଛାତ୍ରଛାତ୍ରୀମାନେ ମଧ୍ୟମ ଧରଣର ଫଳ ପାଇବେ ।

ଅଶ୍ଲେଷା- ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖେଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :