• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୩.୨୪ ଗତେ ଧନୁ। ତିଥି- ୧୨ଶୀ ରାତ୍ରି ୦୮.୪୪ ଗତେ ୧୩ଶୀ। ଘାତଚନ୍ଦ୍ର- ରାତ୍ରି ୦୩.୨୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ ରାତ୍ରି ୦୮.୪୪ ପର୍ଯ୍ୟନ୍ତ।

Virgo

କନ୍ୟା

Thursday 18 Jul 2024

ଉ,ଫଳଗୁନି- ପ୍ରେମ ଜୀବନ ମଧୁରମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ ।

ହସ୍ତା- ରାଜନେତା ନୂଆ କାର୍ଯ୍ୟଭାର ଗ୍ରହଣ କରିବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ । ମହିଳାମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।

ଚିତ୍ରା- ଆପଣଙ୍କର ବିଦେଶ ଭ୍ରମଣ ଯୋଗ ଅଛି ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ । ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ ।

ପ୍ରତିକାର - ଛୋଟପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :