• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୩.୨୪ ଗତେ ଧନୁ। ତିଥି- ୧୨ଶୀ ରାତ୍ରି ୦୮.୪୪ ଗତେ ୧୩ଶୀ। ଘାତଚନ୍ଦ୍ର- ରାତ୍ରି ୦୩.୨୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ ରାତ୍ରି ୦୮.୪୪ ପର୍ଯ୍ୟନ୍ତ।

Libra

ତୁଳା

Thursday 18 Jul 2024

ଚିତ୍ରା- ନିଜ ଜୀବନସାଥୀଙ୍କୁ ସମୟ ଦେବେ । କାର୍ଯ୍ୟ କ୍ଷେତ୍ରରେ ପୁରୁଣା ପରିଚୟରୁ ଲାଭ ମିଳିବ । ନିଜର ବୁଦ୍ଧି ବିବେକ ପ୍ରୟୋଗ କରି ସବୁ କାମକୁ ହାସଲ କରିବେ ।

ସ୍ୱାତୀ- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହୋଇପାରେ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ବ୍ୟବସାୟରେ ସହରକୁ ଯାଇ ପାରନ୍ତି । କୌଣସି ବିଶିଷ୍ଠ ବ୍ୟକ୍ତିଙ୍କ ସହଯୋଗ ଆପଣଙ୍କ ମନୋବଳକୁ ବଢାଇ ଦେବ।

ବିଶାଖା- ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ଅଯଥା କଥାଠାରୁ ନିଜକୁ ଦୂରରେ ରଖନ୍ତୁ । ମାଲିମକଦ୍ଦମାରେ ଅଧିକ ଟଙ୍କା ଖର୍ଚ୍ଚ ହୋଇପାରେ ।

ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟୋକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :