• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୩.୨୪ ଗତେ ଧନୁ। ତିଥି- ୧୨ଶୀ ରାତ୍ରି ୦୮.୪୪ ଗତେ ୧୩ଶୀ। ଘାତଚନ୍ଦ୍ର- ରାତ୍ରି ୦୩.୨୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ ରାତ୍ରି ୦୮.୪୪ ପର୍ଯ୍ୟନ୍ତ।

Scorpio

ବିଛା

Thursday 18 Jul 2024

ବିଶାଖା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରି ଫଳରେ ସୁଖଶାନ୍ତି ଫେରି ଆସିବ । ବାଣିଜ୍ୟ- ବ୍ୟବସାୟରେ ସ୍ଥିତି ସୁଦୃଢ ହୋଇଯିବ ।

ଅନୁରାଧା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି , ଅବଶ୍ୟ ସଫଳତା ପାଇବେ । ଆପଣଙ୍କ ସବୁ ମନୋକାମନା ପୂର୍ଣ୍ଣ ହେବ ।

ଜ୍ୟେଷ୍ଠା- ଜାଗା , ଜମି ଗୃହପୋକରଣ କ୍ରୟ କରିବେ । ନୂତନ କର୍ମ ଆରମ୍ଭ କରିବାର ସୁଯୋଗ ପାଇବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ ।

ପ୍ରତିକାର – କୌଣସି ଲାଲ୍ ରଙ୍ଗର ଗାଇକୁ ଛୁଇଁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :