• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th July 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ...

ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୮ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୩.୨୪ ଗତେ ଧନୁ। ତିଥି- ୧୨ଶୀ ରାତ୍ରି ୦୮.୪୪ ଗତେ ୧୩ଶୀ। ଘାତଚନ୍ଦ୍ର- ରାତ୍ରି ୦୩.୨୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦନାଶ-ଅନ୍ନଦାନ ରାତ୍ରି ୦୮.୪୪ ପର୍ଯ୍ୟନ୍ତ।

Capricorn

ମକର

Thursday 18 Jul 2024

ଉ,ଷାଢା- ସ୍ୱାସ୍ଥ୍ୟ ସମସ୍ୟା ଉତ୍ପନ୍ନ ହୋଇପାରେ । ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଶ୍ରବଣା- ବିଦ୍ୟାର୍ଥୀମାନେ ପଢାରେ ମନ ଲଗାଇ ପାରିବେ ନାହିଁ । ପଡୋଶୀମାନେ ଈର୍ଷାପରାୟଣ ହେଲେ ବି କ୍ଷତିକାରୀ ହେବେ ନାହିଁ । ପ୍ରେମିକପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ ।

ଧନିଷ୍ଠା- ମହିଳାମାନେ ପୂଜା ପାଠରେ ମନୋନିବେଶ କରିବେ । ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

ପ୍ରତିକାର – କଳା ରାଶି ଗୁଣ୍ଡ ପିମ୍ପୁଡି ଗାତ ନିକଟରେ ପକାନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :