• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th June 2023: ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଂଶସିତ ହେବେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – ବୃଷ ପ୍ରାତଃ ୦୫.୧୨ ଗତେ ମିଥୁନ ,ତିଥି – ଅମାବାସ୍ୟା ଦିବା ୧୦.୦୭ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ବିଛା ପ୍ରାତଃ ୦୫.୧୨ ଗତେ କନ୍ୟା,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି– ଭୂମିଦାନ

Taurus

ବୃଷ

Sunday 18 Jun 2023

କୃତିକା- ସ୍ୱାସ୍ଥ୍ୟ ପ୍ରାୟତଃ ଠିକ୍ ରହିବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟକର ହୋଇ ପଡିବ । ପାରିବାରିକ ଜୀବନରେ ସବୁ ପରିସ୍ଥିତିକୁ ସାମ୍ନା କରିବେ ।

ରୋହିଣୀ- ପ୍ରେମିକା ପ୍ରେମିକ ମାନେ ନିକଟସ୍ଥ ସ୍ଥାନକୁ ଭ୍ରମଣ କରିବାକୁ ଯାଇ ଆନନ୍ଦ ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଂଶସିତ ହେବେ ।

ମୃଗଶିରା- କୈାଣସି ନୂତନ କାମ କରୁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ସ୍ଥଗିତଥିବା କାମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ ।

ପ୍ରତିକାର – ମାଆ କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :