• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th June 2023: ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଂଶସିତ ହେବେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – ବୃଷ ପ୍ରାତଃ ୦୫.୧୨ ଗତେ ମିଥୁନ ,ତିଥି – ଅମାବାସ୍ୟା ଦିବା ୧୦.୦୭ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ବିଛା ପ୍ରାତଃ ୦୫.୧୨ ଗତେ କନ୍ୟା,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି– ଭୂମିଦାନ

Aquarius

କୁମ୍ଭ

Sunday 18 Jun 2023

ଧନିଷ୍ଠା- ନିଜ କାମ ଉପରେ ଧ୍ୟାନ ଦେଲେ କଠିନ ପରିଶ୍ରମର ଫଳାଫଳ ପାଇବେ । ଆୟର ନୂତନ ଉତ୍ସଗୁଡିକ ବିକାଶ କରିପାରିବେ ।

ଶତଭିଷା- କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବୃଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ବ୍ୟବସାୟରେ ବିଶେଷ ଲାଭାନ୍ୱିତ ହୋଇପାରନ୍ତି ।

ପୂ, ଭାଦ୍ରପଦ- ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ 

ପ୍ରତିକାର – ମାଆ ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :