• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th June 2023: ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଂଶସିତ ହେବେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – ବୃଷ ପ୍ରାତଃ ୦୫.୧୨ ଗତେ ମିଥୁନ ,ତିଥି – ଅମାବାସ୍ୟା ଦିବା ୧୦.୦୭ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ବିଛା ପ୍ରାତଃ ୦୫.୧୨ ଗତେ କନ୍ୟା,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି– ଭୂମିଦାନ

Pisces

ମୀନ

Sunday 18 Jun 2023

ପୂ, ଭାଦ୍ରପଦ- ନିଜ ଲୋକ ସାହାର୍ଯ୍ୟ କରିବେ । ଆର୍ôଥକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । କର୍ମ କ୍ଷେତ୍ରରେ ଉନ୍ନତିକର କାର୍ଯ୍ୟ କରିବେ ।

ଉ, ଭାଦ୍ରପଦ- ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବ । ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ଦୂରେଇ ଯିବା ଫଳରେ ଶତୃମାନେ ଦୁର୍ବଳ ହେବେ ।

ରେବତୀ - ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ

ପ୍ରତିକାର – ବୃହସ୍ପତିଙ୍କର ବିଜ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :