• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th June 2023: ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଂଶସିତ ହେବେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – ବୃଷ ପ୍ରାତଃ ୦୫.୧୨ ଗତେ ମିଥୁନ ,ତିଥି – ଅମାବାସ୍ୟା ଦିବା ୧୦.୦୭ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ବିଛା ପ୍ରାତଃ ୦୫.୧୨ ଗତେ କନ୍ୟା,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି– ଭୂମିଦାନ

Gemini

ମିଥୁନ

Sunday 18 Jun 2023

ମୃଗଶିରା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଅବିବାହିତ ଯୁବକ,ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ 

ଆଦ୍ରା- ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଜାଗା, ଜମି, ବାହନ ଆଦି କ୍ରୟ କରିବେ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ବାବନା ରହିଛି ।

ପୁନର୍ବସୁ- ସହକର୍ମୀଙ୍କ ସହ ଶତୃତା ଦୂରେଇ ଯିବ । ନିଜର କର୍ମ ଦ୍ୱାରା ସମାଜରେ ମାନ ସମ୍ମାନ ମଧ୍ୟ ଅର୍ଜ୍ଜିତ କରିପାରିବେ । ରାଜନୀତି କ୍ଷେତ୍ରରେ ସୁଯୋଗ ହାତ ପାହାନ୍ତାରେ ପାଇ ପାରିବେ ।

ପ୍ରତିକାର – ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :