• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th June 2023: ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଂଶସିତ ହେବେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – ବୃଷ ପ୍ରାତଃ ୦୫.୧୨ ଗତେ ମିଥୁନ ,ତିଥି – ଅମାବାସ୍ୟା ଦିବା ୧୦.୦୭ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ବିଛା ପ୍ରାତଃ ୦୫.୧୨ ଗତେ କନ୍ୟା,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି– ଭୂମିଦାନ

Cancer

କର୍କଟ

Sunday 18 Jun 2023

ପୁନର୍ବସୁ- ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପାରିବାରକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।

ପୁଷ୍ୟା- ରାଜନୈତିକ କ୍ଷେତ୍ରରେ ଉଚ୍ଚ ପ୍ରଂଶସିତ ହେବେ । ଜାଗା, ଜମି, ବାହନ ଆଦି କ୍ରୟ କରି ପାରିବେ । ରାଜନିତିରେ ଉନ୍ନତି ହୋଇପାରେ

ଅଶ୍ଳେଷା- କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ ।

ପ୍ରତିକାର – ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :