• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th June 2023: ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଂଶସିତ ହେବେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – ବୃଷ ପ୍ରାତଃ ୦୫.୧୨ ଗତେ ମିଥୁନ ,ତିଥି – ଅମାବାସ୍ୟା ଦିବା ୧୦.୦୭ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ବିଛା ପ୍ରାତଃ ୦୫.୧୨ ଗତେ କନ୍ୟା,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି– ଭୂମିଦାନ

Leo

ସିଂହ

Sunday 18 Jun 2023

ମଘା- ବ୍ୟବସାୟିକ ବୃଦ୍ଧି କରିବା ଚେଷ୍ଟା କରିବେ । ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ

ପୂ- ଫାଲ୍‌ଗୁନୀ- ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ଧାତୁ ପଦାର୍ଥ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ଲାଭବାନ୍ ହେବେ

ଉ- ଫାଲ୍‌ଗୁନୀ- ପୂର୍ବ ଶତ୍ରୁମାନେ ପରାସ୍ତ ହେବେ । ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ । ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି ।

ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :