• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th June 2023: ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଂଶସିତ ହେବେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – ବୃଷ ପ୍ରାତଃ ୦୫.୧୨ ଗତେ ମିଥୁନ ,ତିଥି – ଅମାବାସ୍ୟା ଦିବା ୧୦.୦୭ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ବିଛା ପ୍ରାତଃ ୦୫.୧୨ ଗତେ କନ୍ୟା,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି– ଭୂମିଦାନ

Virgo

କନ୍ୟା

Sunday 18 Jun 2023

ଉ- ଫାଲ୍‌ଗୁନୀ- ଉଚ୍ଚ ସମ୍ଭାବନାର ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ପାରିବାରିକ କ୍ଷେତ୍ରରେ ବୁଝାବଣା ଠିକ୍ ରହିବ । ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ ।

ହସ୍ତା- ପିଲାମାନଙ୍କ କାର୍ଯ୍ୟ କଳାପରେ ସନ୍ତୁଷ୍ଟି ଲାଭ କରିବେ । ପୁରୁଣା ରୋଗର ପ୍ରକୋପରେ ହଇରାଣ ହୋଇପାରନ୍ତି । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ

ଚିତ୍ରା- ଚଳଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହୋଇପାରନ୍ତି । ନୂତନ ବାହନଆଦି କ୍ରୟ କରି ପାରନ୍ତି । ଶିକ୍ଷାକ୍ଷେତ୍ରରେ ପରୀକ୍ଷାର ପରିଣାମ ଅନୁକୂଳ ହେବ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :