• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th June 2023: ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଂଶସିତ ହେବେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – ବୃଷ ପ୍ରାତଃ ୦୫.୧୨ ଗତେ ମିଥୁନ ,ତିଥି – ଅମାବାସ୍ୟା ଦିବା ୧୦.୦୭ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ବିଛା ପ୍ରାତଃ ୦୫.୧୨ ଗତେ କନ୍ୟା,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି– ଭୂମିଦାନ

Libra

ତୁଳା

Sunday 18 Jun 2023

ଚିତ୍ରା- କାର‌୍ୟ୍ୟ କ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ସଫଳତା ପାଇବେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି ।

ସ୍ୱାତୀ- ଉଚ୍ଚପଦସ୍ଥ ବ୍ୟକ୍ତି ସହ ମନୋମାଳିନ୍ୟ ଘଟିପାରେ । ସାମାଜିକ ପ୍ରତିଷ୍ଠା,ମାନସମ୍ମାନ, ବୃଦ୍ଧି ପାଇବ । ଭବିଷ୍ୟତ ପାଇଁ ପରିବାରର ଉନ୍ନତି ହେବ

ବିଶାଖା- ଉତରାଧିକାରୀ ଓ ପୈତୃକ ସମ୍ପତିକୁ ନେଇ କୋର୍ଟକଚେରୀ ମାମଲାରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ ।

ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :