• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th June 2023: ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଂଶସିତ ହେବେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – ବୃଷ ପ୍ରାତଃ ୦୫.୧୨ ଗତେ ମିଥୁନ ,ତିଥି – ଅମାବାସ୍ୟା ଦିବା ୧୦.୦୭ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ବିଛା ପ୍ରାତଃ ୦୫.୧୨ ଗତେ କନ୍ୟା,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି– ଭୂମିଦାନ

Capricorn

ମକର

Sunday 18 Jun 2023

ଉ, ଷାଢା- କଠିନ ପରିଶ୍ରମ କରିବା ଯୋଗୁଁ ଶାରୀରିକ ଅସୁସ୍ଥତା ଦେଖାଦେଇ ପାରେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୈାଶଳକ୍ରମେ ସମାଧାନ କରିବେ ।

ଶ୍ରବଣା- କଳକାରଖାନାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ଛାତ୍ରଛାତ୍ରୀ ମାନେ ପଢାରେ ଆଗ୍ରହ ପ୍ରକାଶ କରି ପରୀକ୍ଷାରେ କୃତକାର୍ଯ୍ୟ ହେବେ ।

ଧନିଷ୍ଠା- ଆୟିନୀ ଅଦାଲତରେ ଜୟଯୁକ୍ତ ହୋଇପାରନ୍ତି । ମହିଳା ମାନେ ଉତମ କାର୍ଯ୍ୟ କରି ପ୍ରଶଂସିତ ହୋଇପାରନ୍ତି । ଋଣ ପରିଶୋଧ କରିବାରେ ସୁଯୋଗ ପାଇବେ ।

ପ୍ରତିକାର – ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :