Daily Horoscope 18th June 2023: ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଂଶସିତ ହେବେ

ସୈାର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ରବିବାର । ଚନ୍ଦ୍ର – ବୃଷ ପ୍ରାତଃ ୦୫.୧୨ ଗତେ ମିଥୁନ ,ତିଥି – ଅମାବାସ୍ୟା ଦିବା ୧୦.୦୭ ଗତେ ପ୍ରତିପଦ,ଘାତ ଚନ୍ଦ୍ର – ବିଛା ପ୍ରାତଃ ୦୫.୧୨ ଗତେ କନ୍ୟା,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ- କୃଷିହାନି– ଭୂମିଦାନ

Aries

ମେଷ

Sunday 18 Jun 2023

ଅଶ୍ୱନୀ- ସମସ୍ତ ଦୁଶ୍ଚିନ୍ତା ଦୂର ହେବା ସହ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହି

ଦ୍ୱିଜା- ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ପରିବେଶ ଆପଣଙ୍କ ସପକ୍ଷରେ ରହିବ ଓ ନୂତନ ଆୟର ଉତ୍ସ ବିକାଶ ହେବ । ଧାର୍ମିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ ।

କୃତିକା- ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି ।

ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :