• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ (ମଳ) ପ୍ରାତଃ ୦୬.୨୫ ଗତେ ୧୨ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୬.୨୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୫୫ ଗତେ ୩ ପାଦ-କୃଷି , ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ

Taurus

ବୃଷ

Tuesday 18 Jun 2024

କୃତିକା- ନିରନ୍ତର ଭାବରେ ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ଗୃହରେ କୌଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପ୍ରେମୀଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ ।

ରୋହିଣୀ- ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟ ମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ଖୋଳାଳି ମାନେ ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।

ମୃଗଶିରା- ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :