• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ (ମଳ) ପ୍ରାତଃ ୦୬.୨୫ ଗତେ ୧୨ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୬.୨୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୫୫ ଗତେ ୩ ପାଦ-କୃଷି , ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ

Aquarius

କୁମ୍ଭ

Tuesday 18 Jun 2024

ଧନିଷ୍ଠା- ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ ।

ଶତଭିଷା- ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନୀତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ଆଚାର ବ୍ୟବହାର , କଥାବାର୍ତାରେ ଆୟତ୍ତ ନ ରଖିଲେ ଅସୁବିଧାରେ ପଡିପାରନ୍ତି ।

ପୂ,ଭାଦ୍ରପଦ- ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ଜମି ସମସ୍ୟା ସମାଧାନ ହେବ । ଆପଣ ନିଜ କାମରେ ସଫଳତା ପାଇବେ ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :