• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ (ମଳ) ପ୍ରାତଃ ୦୬.୨୫ ଗତେ ୧୨ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୬.୨୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୫୫ ଗତେ ୩ ପାଦ-କୃଷି , ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ

Pisces

ମୀନ

Tuesday 18 Jun 2024

ପୂ,ଭାଦ୍ରପଦ- ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । କାମଧନ୍ଦାରେ ଉନ୍ନତି ହେବ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ ।

ଉ,ଭାଦ୍ରପଦ- ନୂଆ କାମ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । ପୁରା ସମୟ ଆନନ୍ଦ ଦାୟକ ରହିବ ଏବଂ ଚିନ୍ତା ମୁକ୍ତ ରହିବେ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।

ରେବତୀ- ଛାତ୍ରଛାତ୍ରୀମାନଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି ।

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :