• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ (ମଳ) ପ୍ରାତଃ ୦୬.୨୫ ଗତେ ୧୨ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୬.୨୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୫୫ ଗତେ ୩ ପାଦ-କୃଷି , ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ

Cancer

କର୍କଟ

Tuesday 18 Jun 2024

ପୁନର୍ବସୁ- ପ୍ରେମ ଜୀବନ ମଧୁରମୟ ରହିବ । କୌଣସି କାମରେ ଆଶା ଠାରୁ ଅଧିକ ଲାଭ ପାଇବେ । ବ୍ୟପାରରେ ପ୍ରଗତି ହେବ । ଶୃଙ୍ଖଳିତ ଭାବରେ କର୍ମ କରି ସଫଳତା ପାଇବେ ।

ପୁଷ୍ୟା- ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ରାଜନୈତିକତା ଉତ୍ପରତା ବଢିବା ନିଶ୍ଚିନ୍ତତା ଅନୁଭବ କରିବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।

ଅଶ୍ଲେଷା- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ଉତ୍ତମ ଫଳ ପାଇବେ । ମହିଳାମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।

ପ୍ରତିକାର – ମା ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :