• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 18th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଦେହ ଖରାପରୁ ଉପଶମ ମିଳିବ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୮ ତାରିଖ ମଙ୍ଗଳବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୧ଶୀ (ମଳ) ପ୍ରାତଃ ୦୬.୨୫ ଗତେ ୧୨ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୬.୨୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୫୫ ଗତେ ୩ ପାଦ-କୃଷି , ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦାନ

Leo

ସିଂହ

Tuesday 18 Jun 2024

ମଘା- କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ । ସାସ୍କୃତିକ ପରିବେଶରେ ଯୋଗ ଦାନ କରିପାରନ୍ତି । ପାରିବାରିକ ଜୀବନ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।

ପୂ,ଫାଲଗୁନି- ରାଜନୀତିରେ ଆଲୋଚନାରେ ନିଜକୁ ସାମିଲ କରିବେ । କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ । କେତେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡିପାରେ ।

ଉ,ଫାଲଗୁନି- ଅଭାବୀ ଲୋକଙ୍କୁ ସାହାଯ୍ୟ ସହଯୋଗର ହାତ ବଢାଇବେ । ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । କୌଣସି ଦୂର ସ୍ଥାନକୁ ତୀର୍ଥ ଯାତ୍ରାର ସୁଯୋଗ ପାଇବେ । ଆପଣଙ୍କ ଆୟ ପୂର୍ବ ପରି ରହିବ ।

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :